ଭୁବନେଶ୍ୱର- ୧ ଲକ୍ଷ ଟଙ୍କା ଲାଂଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଥିବା ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଆଇଏଏସ ବିଜୟକେତନ ଉପାଧ୍ୟାୟଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଏନେଇ ଅଧିକ ତଥ୍ୟ ଆଦାୟ ପାଇଁ ତାଙ୍କୁ ଭିଜିଲାନ୍ସ ରିମାଣ୍ଡରେ ଆଣିଥିଲା । ରିମାଣ୍ଡ ଅବଧି ଶେଷ ହେବା ପରେ ତାଙ୍କୁ ଆଜି କୋର୍ଟରେ ହାଜର କରାଯାଇଥିଲା ।
Related Stories
January 12, 2025
January 12, 2025
January 12, 2025