ଭୁବନେଶ୍ୱର, କଂଗ୍ରେସକୁ ଫେରିଥିବା ସୋନାଲି ସାହୁଙ୍କୁ ମିଳିଛି ନୂଆ ଦାୟିତ୍ୱ । ପିସିସି ସଭାପତି ଶରତ ପଟ୍ଟନାୟକ ସୋନାଲିଙ୍କୁ କଂଗ୍ରେସ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛନ୍ତି । ନିକଟରେ ସୋନାଲି ବିଜେପି ଛାଡି କଂଗ୍ରେସରେ ଯୋଗ ଦେଇଥିଲେ ।
ଭୁବନେଶ୍ୱର, କଂଗ୍ରେସକୁ ଫେରିଥିବା ସୋନାଲି ସାହୁଙ୍କୁ ମିଳିଛି ନୂଆ ଦାୟିତ୍ୱ । ପିସିସି ସଭାପତି ଶରତ ପଟ୍ଟନାୟକ ସୋନାଲିଙ୍କୁ କଂଗ୍ରେସ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛନ୍ତି । ନିକଟରେ ସୋନାଲି ବିଜେପି ଛାଡି କଂଗ୍ରେସରେ ଯୋଗ ଦେଇଥିଲେ ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO