ଭୁବନେଶ୍ୱର/ଯାଜପୁର, ଧାମନଗରରେ ଗଣଦୌଡ। ଭଦ୍ରକ ପରେ ଆସନ୍ତା ଶ୍ରୀରାମ ବିଜୟ ଦଶମୀ ଉପଲକ୍ଷେ, ଧାମନଗର ଶ୍ରୀରାମ ମହାଯଜ୍ଞ ସମିତି ପକ୍ଷରୁ ଧାମନଗର ଯୟନଗର ହନୁମାନ ମନ୍ଦିରରୁ ଧାମନଗର ମେଳା ପଡ଼ିଆ ପର୍ଯ୍ୟନ୍ତ ଗଣଦୌଡ ଅନୁଷ୍ଠିତ ହୋଇଯାଇଛି । ଗଣଦୌଡରେ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୁରଜଙ୍କ ସହ ଅନେକ ରାମଙ୍କ ଭକ୍ତ ସାମିଲ ହୋଇଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO