ନୂଆଦିଲ୍ଲୀ– ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟ ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଅଭିଯୁକ୍ତ ତଥା ବିଆରଏସ ନେତା କେ. କବିତାଙ୍କ ଜାମିନ ଆବେଦନକୁ ଆଜି ଖାରଜ କରିଛନ୍ତି । ସ୍ଵତନ୍ତ୍ର ବିଚାରପତି କାବେରୀ ବାବେଜା ଜାମିନ ଖାରଜ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO