ଭୁବନେଶ୍ୱର, ବରଗଡର ପୂର୍ବତନ ସାଂସଦ ତଥା ବିଜେଡିର ଜିଲ୍ଲା ସଭାପତି ପ୍ରଭାସ ସିଂହ ବିଜେଡିରୁ ଇସ୍ତଫା ଦେଇଛନ୍ତି ।
ନବୀନ ନିବାସ ଆସି ପ୍ରଭାସ ତାଙ୍କର ଇସ୍ତଫା ପତ୍ର ପ୍ରଦାନ କରିଥିବା ଜଣା ପଡିଛି।
ଉଲ୍ଲେଖନୀୟ ଯେ, ପ୍ରଭାସ ସିଂହ୨୦୧୪ରୁ ୧୯ ପର୍ଯ୍ୟନ୍ତ ବରଗଡ଼ ସାଂସଦ ଥିଲେ । ଏଥର ମଧ୍ୟ ସେ ଟିକେଟ ଆଶାୟୀ ଥିଲେ । ହେଲେ ବିଜୁ ଜନତା ଦଳ ତାଙ୍କୁ ଟିକେଟ ନ ଦେଇ ପରିଣୀତା ମିଶ୍ରଙ୍କୁ ଟିକେଟ ଦେଇଥିଲା ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO