ଭୁବନେଶ୍ୱର/ପୁରୀ, ପୁରୀରେ ମଣିପୁର ରାଜ୍ୟପାଳ। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଶ୍ରୀମତୀ ଅନୁସୂୟା ଉଇକି। ସିଂହଦ୍ଵାର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ତାଙ୍କୁ ସ୍ୱାଗତ କରାଯାଇଥିଲା । ଏହାପରେ ସେ ଶ୍ରୀମନ୍ଦିର ଭିତରକୁ ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO