ଭୁବନେଶ୍ଵର– ଆଗାମୀ ୨୪ ଘଂଟା ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନଥିବା ବେଳେ ପରବର୍ତୀ ୪ ରୁ ୫ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରାରେ ୬ ରୁ ୮ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 21, 2024
November 21, 2024