ଭୁବନେଶ୍ୱର– ଆଜି ହେଉଛି ବିଜୁ ପଟ୍ଟନାୟକଙ୍କ ପୁଣ୍ୟତିଥି । ଏହି ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ହ୍ୟାଣ୍ଡେଲ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପୁଣ୍ୟତିଥି ଅବସରରେ ସାଦର ପ୍ରଣାମ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO