କେନ୍ଦ୍ରାପଡ଼ା, କେନ୍ଦ୍ରାପଡ଼ା ଅବକାରୀ ଅଧିକ୍ଷକ ଦେବୀ ପ୍ରସାଦ ମିଶ୍ରଙ୍କୁ ନିଲମ୍ବନ କରାଯାଇଛି । ଲାଂଚ ମାଗୁଥିବାର ଏକ ଅଡ଼ିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହେବା ପରେ ତାଙ୍କ ବିରୋଧରେ ଏହି ଅଭିଯୋଗ ଆସିଥିଲା । ବିଭାଗୀୟ ତଦନ୍ତ ପରେ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।