କେନ୍ଦ୍ରାପଡ଼ା, କେନ୍ଦ୍ରାପଡ଼ା ଅବକାରୀ ଅଧିକ୍ଷକ ଦେବୀ ପ୍ରସାଦ ମିଶ୍ରଙ୍କୁ ନିଲମ୍ବନ କରାଯାଇଛି । ଲାଂଚ ମାଗୁଥିବାର ଏକ ଅଡ଼ିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହେବା ପରେ ତାଙ୍କ ବିରୋଧରେ ଏହି ଅଭିଯୋଗ ଆସିଥିଲା । ବିଭାଗୀୟ ତଦନ୍ତ ପରେ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO