ଭୁବନେଶ୍ୱର, ଓଆରଏଚଡିସି ଦୁର୍ନୀତି ମାମଲାରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିଛି । ଏହି ମାମଲାରେ ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କରି ସୁପ୍ରିମକୋର୍ଟ ଓଡ଼ିଶା ଭିଜିଲାନ୍ସକୁ ନୋଟିସ୍ ଜାରି କରିଛନ୍ତି । ହାଇକୋର୍ଟ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ମୋକିମ । ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।
Related Stories
November 24, 2024
November 24, 2024