ଭୁବନେଶ୍ଵର, ସମ୍ପ୍ରତି ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି । ସକାଳ ୧୦ଟା ପରେ ଲୋକେ ଘରୁ ବାହାରକୁ ବାହାରି ପାରୁନାହାଁନ୍ତି । ତେବେ ଭୁବନେଶ୍ଵର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଆଗାମୀ ୨୪ ଘଂଟା ସର୍ବାଧିକ ଦିନ ତାପମାତ୍ରା ପାଖାପାଖି ୨ ଡ଼ିଗ୍ରୀ ଯାଏଁ ବଢିବ । ଏବଂ ଏହାପରେ ମଧ୍ୟ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ତାପମାତ୍ରାରେ ବିଶେଷ ପରିବର୍ତନ ହେବ ନାହିଁ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
October 9, 2024
October 9, 2024