ନୂଆଦିଲ୍ଲୀ, ଭାରତୀୟ ଜନତା ପାର୍ଟି (ଭାଜପା)ର ବିସ୍ତାର ମୁଖ୍ୟାଳୟରେ ଶନିବାର ଦେଢ଼ ହଜାରରୁ ଉର୍ଦ୍ଧ୍ଵ ଶିଖ୍ ସମ୍ପ୍ରଦାୟର ଲୋକ ପାର୍ଟିରେ ସାମିଲ୍ ହୋଇଛନ୍ତି । ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ମହାସଚିବ ତରୁଣ ଚୁଘଙ୍କ ଉପସ୍ଥିତିରେ ସମସ୍ତେ ଦଳର ସଦସ୍ୟତା ଗ୍ରହଣ କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO