ଭୁବନେଶ୍ୱର – ଆସନ୍ତାକାଲି ଓଡିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ରହିବ । ବିଭିନ୍ନ ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ୍ ମାନଙ୍କ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି । ଏହାକୁ ଦୃଷ୍ଟିରେ ରଖି ବସ୍ ଚଳାଚଳ ବନ୍ଦ ରଖିବାକୁ ଘରୋଇ ବସ୍ ମାଲିକ ସଂଘ ନିଷ୍ପତି ନେଇଛି । ସଂନ୍ଧ୍ୟା ୬ଟା ପରେ ବସ୍ ଚଳାଚଳ ସ୍ୱାଭାବିକ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି ।
Related Stories
November 24, 2024