ସମ୍ବଲପୁର, କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ଦୁଲାଲ୍ ପ୍ରଧାନ । ଦୁଲାଲଙ୍କ ଠାରୁ ଟିକେଟ୍ ଫେରାଇ ନେବା ପରେ ସେ ଦଳ ଛାଡିଛନ୍ତି । ସେ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ନିକଟକୁ ନିଜର ଇସ୍ତଫାପତ୍ର ପଠାଇଛନ୍ତି ।
ପ୍ରକାଶ ଥାଉକି, ଦୁଲାଲଙ୍କୁ ସମ୍ବଲପୁର ଲୋକସଭାରୁ ପ୍ରାର୍ଥୀ କରିଥିଲା କଂଗ୍ରେସ । ଗତକାଲି ଦୁଲାଲଙ୍କୁ ବଦଳାଇ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ଦଳ । ଯାହାକୁ ନେଇ ଅସନ୍ତୁଷ୍ଟ ଥିଲେ ଦୁଲାଲ୍ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO