ଗଞ୍ଜାମ, ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ ବିଧାୟକ ରମେଶ ଚନ୍ଦ୍ର ଜେନା ଏକ ବିରାଟ ପଟୁଆରରେ ଯାଇ ଛତ୍ରପୁର ଅତିରିକ୍ତ ଜିଲ୍ଲାପାଳ ଦେବବ୍ରତ ସାହୁଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଫଳରେ କଂଗ୍ରେସ କର୍ମୀ ମହଲରେ ଉତ୍ସାହ ପରିଲକ୍ଷିତ ହୋଇଛି ।