
ଭୁବନେଶ୍ୱର/କୋରାପୁଟ, କୋରାପୁଟ ଜିଲ୍ଲା କୋଟପାଡ଼ ଥାନା ଅନ୍ତର୍ଗତ ତରଗିୟା ଗ୍ରାମର ନିଳଗିରି ବାଡ଼ରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହଟି କାହାର ଜଣାପଡିଛି । ଏହା ହତ୍ୟା ନା ଆତ୍ମହତ୍ୟା ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନି । କୋଟପାଡ଼ ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ କରୁଛି l