ଭୁବନେଶ୍ୱର/ମାଲକାନଗିରି, ମାଲକାନଗିରି ଗସ୍ତରେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ମାଲକାନଗିରି ଏଆରଷ୍ଟ୍ରିପରେ ଅବତରଣ ପରେ ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ସାମିଲ ହୋଇଛନ୍ତି। ପରେ ସାଂସଦ ପ୍ରାର୍ଥୀ ବଳଭଦ୍ର ମାଝି ଓ ବିଧାୟକ ପ୍ରାର୍ଥୀ ନରସିଂହ ମାଡକାମୀଙ୍କ ସହ ମାଲକାନଗିରି ସଦରରେ ବିଶାଳ ରୋଡ଼ ସୋରେ ସାମିଲ ହେବେ କେନ୍ଦ୍ର ମନ୍ତ୍ରୀ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO