ଭୁବନେଶ୍ୱର/ଚମ୍ପୁଆ, କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର । କେନ୍ଦୁଝର ଜିଲ୍ଲା ବଡ଼ବିଲ ବଙ୍ଗଳା ଛକ ମାଉସୀ ମା’ ମନ୍ଦିର ନିକଟ ଏକ କୂଅରୁ ଭାସୁଥିବା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ବଡ଼ବିଲ ପୋଲିସ ପହଂଚି ତଦନ୍ତ କରୁଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO