ଭୁବନେଶ୍ୱର/ସାଲେପୁର,କେନାଲ ଭିତରକୁ ଓଲଟିଲା ଟ୍ରାକ୍ଟର । ସାଲେପୁର ଥେନେ ଭୋରା ନିକଟରେ ଘଟଣା ଏଭଳି ଘଟଣା l ଟ୍ରାକ୍ଟର ତଳେ ଚାପିହୋଇ ନାବାଳକ ହେଲ୍ପରର ମୃତ୍ୟୁ ହୋଇଛି । ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଂଚି ତଦନ୍ତ କରୁଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO