ଭୁବନେଶ୍ୱର,ନୟାଗଡ଼, ବିଜୁ ଜନତା ଦଳର ବରିଷ୍ଠ ନେତା ରବି ନାରାୟଣ ମହାପାତ୍ର ଦଳ ଛାଡିଛନ୍ତି । ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ଥିଲେ ରଣପୁର ବିଧାୟକ ଥିଲେ । ସେହିପରି ୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ଥିଲେ ବିଜେଡିର ରାଜ୍ୟସଭା ସାଂସଦ ଥିଲେ ।
l ଏନେଇ ଆଜି ନିଜ ନୟାଗଡ଼ ସ୍ଥିତ ବାସଭଵନରେ ସାମ୍ବାଦିକ ସମ୍ମିଳନୀ କରି ବିଜେଡ଼ି ଊପରେ ବର୍ଷିବା ସହ ବିଦ୍ଧିବଧ ଭାବେ ଦଳ ସୁପ୍ରିମୋଙ୍କୁ ଇସ୍ତଫା ପତ୍ର ଦେଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO