ଭୁବନେଶ୍ୱର, ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡାର ଚକବନ୍ଦୀ ବିଭାଗର ବରିଷ୍ଠ କିରାଣୀ ଜିତେନ୍ଦ୍ର ସେନାପତି । ଜମିଜମା ସମସ୍ୟାର ସମାଧାନ ପାଇଁ ଶ୍ୟାମସୁନ୍ଦରପୁରର ଜଣେ ମହିଳାଙ୍କ ଠାରୁ 10 ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ମାଡିବସିଲା କେନ୍ଦ୍ରାପଡା ଭିଜିଲାନ୍ସ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO