ଭୁବନେଶ୍ୱର– ତାତିରୁ ମିଳିବ ଆଶ୍ବସ୍ତି । ଆଗାମୀ ୨୪ଘଣ୍ଟାରେ ଉପକୂଳ ସମେତ କିଛି ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ଦିନର ତାପମାତ୍ରା ହ୍ରାସ ପାଇବ । ଆଗାମୀ ଦୁଇଦିନ ପରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ୩ ରୁ ୫ ଡ଼ିଗ୍ରୀ ଯାଏଁ ତାପମାତ୍ରାରେ ହ୍ରାସ ଘଟିବା ସମ୍ଭାବନା ରହିଛି ।
Related Stories
October 10, 2024