ଭୁବନେଶ୍ୱର, ଆଜି ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କରଙ୍କ ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନ । ଦ୍ୱିତୀୟ ଦିନର ଗସ୍ତ ବେଳେ ଭୁବନେଶ୍ୱର, କଟକ ଓ ସମ୍ବଲପୁରରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ସହ କାର୍ଯ୍ୟକର୍ତ୍ତାଙ୍କ ସହିତ ଆଲୋଚନା କରିବେ ବୋଲି ଜଣାପଡ଼ିଛି । ଗତକାଲି ଭୁବନେଶ୍ୱରରେ ପହଂଚିଥିଲେ ଏସ.ଜୟଶଙ୍କର ।
Related Stories
December 21, 2024