ଭୁବନେଶ୍ୱର, ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଓଲ ଚିକି ଲିପିର ଜନକ ତଥା ସାନ୍ତାଳୀ ଭାଷାର ମହାନ ସାହିତ୍ୟକାର ଗୁରୁ ଗୋମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ।
Related Stories
December 26, 2024