ଭୁବନେଶ୍ୱର, ବିଜେଡିରେ ସାମିଲ ହେଲେ ବିଜେପି ନେତା ଅଖିଳ ପଟ୍ଟନାୟକ । ସେ କିଛି ଦିନ ତଳେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରି ବିଜେପି ପରିତ୍ୟାଗ କରିଥିଲେ ।
ଅପରାଜିତା ତାଙ୍କ ଟିକେଟ ଜାଣିଶୁଣି କାଟିଥିବା ସେ ଅଭିଯୋଗ କରି ବିଜେପିରୁ ଇସ୍ତଫା ଦେଇଥିଲେ । ସାଂସଦ ମାନସ ମଙ୍ଗରାଜ ଓ ଖୋର୍ଦ୍ଧା ପର୍ଯ୍ୟବେକ୍ଷକ ରବୀନ୍ଦ୍ର ଜେନାଙ୍କ ତାଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO