ଭୁବନେଶ୍ୱର, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଅକ୍ଷୟ ତୃତୀୟା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ।
ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଆମ ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପର୍ବ, ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ସମସ୍ତ ଓଡିଶାବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ଏହି ପର୍ବ ଆପଣ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ ଏହା ହିଁ ମୋର ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO