ଭୁବନେଶ୍ୱର, ଟେକ୍ନୋଲୋଜି ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମସ୍ତଙ୍କ ପାଇଁ ପ୍ରଗତି ଏବଂ ସମୃଦ୍ଧତାକୁ ଆଗେଇ ନେବା ପାଇଁ ଓଡ଼ିଶା ନବସୃଜନର ଅଗ୍ରଭାଗରେ ଛିଡା ହୋଇଛି । ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସରେ, ଆସନ୍ତୁ ଆମର ଭବିଷ୍ୟତ ଗଠନରେ ଟେକ୍ନୋଲୋଜିର ପରିବର୍ତ୍ତନଶୀଳ ଶକ୍ତି ଏବଂ ନୂତନତ୍ୱକୁ ଗ୍ରହଣ କରିବା ଉଦ୍ୟମ ଜାରି ରଖିବା ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO