ଭୁବନେଶ୍ୱର, ନାଗାଲାଣ୍ଡର ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ସହ ଏକ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସମ୍ବଲପୁର ଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନାଗାଲାଣ୍ଡର ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ସହ ଯୋଗଦେଲି । ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକଙ୍କ ସହ ଗୁଣାତ୍ମକ ଉଚ୍ଚ ଶିକ୍ଷା, ସମ୍ବଲପୁରକୁ ଶିକ୍ଷା ଆଧାରିତ ଅର୍ଥନୀତିରେ ପରିଣତ କରିବା ପାଇଁ ଥିବା ଯୋଜନା, ବିକଶିତ ଭାରତ ସହ ଜଡ଼ିତ ବିଭିନ୍ନ ବିଷୟରେ ଆଲୋଚନା କଲି ।
Related Stories
November 22, 2024