ନବରଙ୍ଗପୁର,ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡି ଘାଟିରେ ଏକ ଯାତ୍ରୀବାହି ଅଟୋ ଭାରସାମ୍ୟ ହରାଇ ଓଲଟି ପଡିବା ଫଳରେ ଦୁଇ ଶିଶୁଙ୍କ ସମେତ ୧୮ ଜଣ ଆହତ ହୋଇଛନ୍ତି । ତନ୍ମଧ୍ୟରୁ ଗୁରୁତର ମାନଙ୍କୁ ନବରଙ୍ଗପୁର ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।
ଆଜି ଉମରକୋଟ ବ୍ଲକ ଅନ୍ତର୍ଗତ ସାନଭାରଣ୍ଡି ଗ୍ରାମର ୨୦ରୁ ଅଧିକ ଲୋକ ଏକ ଅଟୋ ଯୋଗେ ଚନ୍ଦହାଣ୍ଡି ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO