ଭୁବନେଶ୍ୱର– ଆଦି ଶଙ୍କରାଚାର୍ଯ୍ୟଙ୍କ ସ୍ମରଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଅଦ୍ୱୈତ ବେଦାନ୍ତର ପ୍ରଣେତା, ମହାନ ଆଧ୍ୟାତ୍ମିକ ଗୁରୁ, ଚାରି ମଠର ସ୍ଥାପନା କରି ସନାତନ ସଂସ୍କୃତିକୁ ସୂତ୍ରବଦ୍ଧ କରିଥିବା ଆଦି ଗୁରୁ ଆଦ୍ୟ ଶଙ୍କରାଚାର୍ଯ୍ୟଙ୍କୁ ତାଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO