![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର/ହିଂଜିଳି, ହିଂଜିଳିରେ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ । ଆଜି ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ବିଜେପିର ବିଶାଳ ସମାବେଶ ଅନୁଷ୍ଠିତ ହେବ। କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଏହାସହିତ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ। ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ସମସ୍ୟାକୁ ନେଇ ବର୍ଷିପାରନ୍ତି କେନ୍ଦ୍ରମନ୍ତ୍ରୀ ।