ଭୁବନେଶ୍ୱର, ସାଂସଦ ଶ୍ରୀମତୀ ହେମାମାଲିନୀ ଆସନ୍ତା ୧୭ ତାରିଖ ଦିନ ଭୁବନେଶ୍ୱରର ସାଲିଆ ସାହିଠାରେ, କଟକ ସଦର ନିର୍ବାଚନମଣ୍ଡଳୀର କିଶୋରନଗରଠାରେ, ପିପିଲିଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବା ସହିତ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ । ବିଜେପି କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO