ଭୁବନେଶ୍ୱର, ଖଲ୍ଲିକୋଟ ହିଂସା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଖଲିକୋଟ ଅଞ୍ଚଳରେ ଘଟିଥିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ ଘଟଣାରେ ଗଭୀର ବିବ୍ରତ ଓ ଦୁଃଖିତ। ଆମର ଗଣତନ୍ତ୍ର ଏବଂ ନାଗରିକ ସମାଜରେ ହିଂସା ଘଟଣାର କୌଣସି ସ୍ଥାନ ନାହିଁ।ମୁଁ ଏହି ଘଟଣାକୁ ଦୃଢ ନିନ୍ଦା କରୁଛି । ମୃତକଙ୍କ ପରିବାରକୁ ମୋର ଗଭୀର ସମବେଦନା ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO