ଭୁବନେଶ୍ୱର, ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ଆଜି ପୂବ୭ାହ୍ନ ୯.୪୫ରେ କବିସୂର୍ଯ୍ୟନଗରଠାରେ, ଅପରାହ୍ନ ୧୧.୪୫ରେ କଂଟାବାଂଜିଠାରେ, ମଧ୍ୟାହ୍ନ ୧.୩୦ରେ ଲୋଇସିଂଘାଠାରେ, ସଂଧ୍ୟା ୬ଟାରେ ସତ୍ୟବାଦୀ ନିର୍ବାଚନମଣ୍ଡଲୀର କଣାସ (ଦୋକନ୍ଦା ମେଲଣ ପଡିଆ)ଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO