ଭୁବନେଶ୍ୱର, ଆଗାମୀ ୨୨ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରାଥମିକ ସ୍ତରରେ ଉତରପୂର୍ବ ଦିଗରେ ଗତିକରିବାର ସମ୍ଭାବନା ଥିବାବେଳେ, କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଆହୁରି ଘନୀଭୂତ ହୋଇ ୨୪ତାରିଖ ବେଳକୁ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି ।
Related Stories
November 23, 2024
November 23, 2024