ଭୁବନେଶ୍ୱର, ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ବିଜେଡି ହତାଶ ଅବସ୍ଥାରେ ଅଛି ବୋଲି କହିଛନ୍ତି ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର।
ସେ ସାମ୍ବାଦିକ ମାନଙ୍କ ସହ କଥାବାର୍ତା ବେଳେ କହିଛନ୍ତି ଯେ, ବିଜେପି ଚଳିତ ନିର୍ବାଚନରେ ସ୍ପଷ୍ଟ ବହୁମତରେ ଆମେ ଓଡ଼ିଆରେ ସରକାର ଗଠନ କରିବ । ଫଳାଫଳ ଆସିଲେ ବିଜେଡି ଜାଣିପାରିବ । ଆମେ ୧୮ ରୁ ୨୦ ଲୋକସଭା ଜିତିବୁ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO