ଭୁବନେଶ୍ୱର, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପୁଣି ଥରେ ଓଡିଶାରେ ନିର୍ବାଚନ ପ୍ରଚାର ପାଇଁ ଆସିବେ । 21 ତାରିଖ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ସକାଳେ ସମ୍ବଲପୁର, କେନ୍ଦୁଝର, ପରଜଙ୍ଗ, ନୟାଗଡ଼ ଗସ୍ତ କରି ସାଧାରଣ ସଭା ଗୁଡିକରେ ଉଦବୋଧନ ଦେବେ ।
ଉଲ୍ଲେଖନୀୟ ଯେ ଶୁକ୍ରବାର ଦିନ ଶ୍ରୀ ଶାହ ରାଉରକେଲା ଠାରେ ଏକ ଜନସଭାକୁ ସମ୍ବୋଧିତ କରିଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO