ଭୁବନେଶ୍ୱର, ବଣାଇର ବିଭିନ୍ନ ମନ୍ଦିରରେ ପୂଜା କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବାବା ବନେଶ୍ୱର ମନ୍ଦିର ଓ ଶନି ମନ୍ଦିରରେ ସେ ପୂଜାର୍ଚ୍ଚନା କରିବା ପରେ ବଣାଇ ବସଷ୍ଟାଣ୍ଡ ଯାଇ ଲୋକଙ୍କ ସହ ଆଲୋଚନା କରିଥିଲେ । ଏହା ସହିତ ରାଜା ସାହେବଙ୍କ ଘରକୁ ଯାଇଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO