ଭୁବନେଶ୍ୱର/ ଜି.ଉଦୟଗିରି, କୁର୍ମିଙ୍ଗିଆ ଓ ରାଇପଦା ଗାଁରେ ୧୮ଟିକିଆ ହାତୀପଲ ଉପଦ୍ରବ । ରାଇପଦା ଗାଁରେ ପଶି କଦଳୀ, ଆମ୍ବ, ଅମୃତଭଣ୍ଡା ଫସଲ ନଷ୍ଟ କରିଛନ୍ତି ହାତୀପଲ । ଏହି ହାତୀପଲରେ 3ଟି ଦନ୍ତାହାତୀ ଅଛନ୍ତି । ଗାଁରେ ପଶି ଏମାନେ ବ୍ୟାପକ କ୍ଷୟକ୍ଷତି ଘଟାଇଛନ୍ତି । ଯାହାକୁ ନେଇ ଲୋକେ ଭୟଭୀତ ହୋଇପଡିଛନ୍ତି । ହାତୀପଲକୁ ଘଉଡାଇବା ପାଇଁ ବନ ବିଭାଗ ପ୍ରୟାସ ଜାରି ରଖିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO