ଭୁବନେଶ୍ୱର/ଭୋଗରାଇ,ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା । ଯୁବକ ଜଣକ ହେଲେ ଜଳେଶ୍ୱର ଖୁଆଡ଼ ଅଂଚଳର । ଭୋଗରାଇର କଚୁଆଡ଼ି ଅଂଚଳକୁ କାମ କରିବାକୁ ଆସିଥିବା ବେଳେ ଆଜି ସକାଳେ ବେକରେ ରଶି ଦେଇ ଆତ୍ମହତ୍ୟା କରିଛନ୍ତି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO