ଭୁବନେଶ୍ୱର,ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ନିଆଳି ନିର୍ବାଚନ ମଣ୍ଡଳୀର ଅଭିମନ୍ୟୁ ମଲ୍ଲିକଙ୍କୁ ଦଳରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।