ଭୁବନେଶ୍ୱର/ଯାଜପୁର, ଦୁଇ ନାବଳିକାଙ୍କ ସଲିଳ ସମାଧି । ଗାଁ ପୋଖରୀରେ ବୁଡି ୨ଜଣ ନାବାଳିକାଙ୍କ ମୃତ୍ୟୁ ହୋଇଛି । ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅନ୍ତର୍ଗତ ରାହାସ ଗୁହାଳି ଗାଁରେ ଘଟିଛି ଅଘଟଣ । ମୃତ ନାବାଳିକା ହେଲେ ମୋହିନୀ କୁମାରୀ ମଲ୍ଲିକ ଓ ସ୍ୱର୍ଣ୍ଣପ୍ରଭା ମଲ୍ଲିକ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO