![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର/ ନୟାଗଡ଼, ଗତକାଲି ବିଳମ୍ବିତ ରାତିରେ ବିଦ୍ୟୁତ ଆଘାତରେ ଯୁବକଙ୍କର ମୃତ୍ୟୁ l ନୟାଗଡ ଜିଲ୍ଲା ଫତେଗଡ ଥାନା ଅନ୍ତର୍ଗତ ବାଇଗୁଣିଆ ଗ୍ରାମର ଶିବ ବେହେରାଙ୍କ ବଡ଼ପୁଅ କାର୍ତ୍ତିକ ବେହେରାଙ୍କର ବିଦ୍ୟୁତ୍ ଆଘାତରେ ମୃତ୍ୟୁ ହୋଇଛି । ଖଣ୍ଡପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଶବ ବ୍ୟବଚ୍ଛେଦ ପାଇଁ ମୃତଦେହ ଭର୍ତି କରାଯାଇଛି ।