
ଭୁବନେଶ୍ୱର, ସେହିପରି ଆସନ୍ତା ୨୩ ତାରିଖ ଦିନ ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ନିର୍ବାଚନୀ ପ୍ରଚାର ପାଇଁ ଓଡିଶା ଆସୁଛନ୍ତି । ଯୋଗୀ ଆଦିତ୍ୟନାଥ ୨୩ ତାରିଖ ପୂର୍ବାହ୍ନ ୧୦.୧୫ରେ ଚିଲିକା ନିର୍ବାଚନମଣ୍ଡଳୀର ବାଣପୁରଠାରେ ଏବଂ ପୂର୍ବାହ୍ନ ୧୧.୩୦ରେ ମାହାଙ୍ଗା ନିର୍ବାଚନମଣ୍ଡଲୀର କୁଳିଆ ମାର୍କେଟ ପଡିଆରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ବୋଲି ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।