ଭୁବନେଶ୍ୱର, ନିର୍ବାଚନ ହାରିଲେ ବିଜେଡି ଭାଙ୍ଗିବ। ଏଭଳି ପ୍ରତିକ୍ରିୟା ରଖିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ସେ କହିଛନ୍ତି ଯେ, ନବୀନ ବାବୁଙ୍କୁ ବନ୍ଦୀ କରି ରଖାଯାଇଛି। ନିର୍ବାଚନୀ ପ୍ରଚାର ପୂର୍ବରୁ ସମ୍ବଲପୁରରେ ରାଜ୍ୟ ସରକାର, ମୁଖ୍ୟମନ୍ତ୍ରୀ ଓ ଭି. କେ. ପାଣ୍ଡିଆନଙ୍କୁ ନିଶାନା କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO