
ଭୁବନେଶ୍ୱର/ଦେବଗଡ, ଦେବଗଡରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ରୋଡ ସୋ କରିଛନ୍ତି । ସମ୍ବଲପୁର ଲୋକସଭା ସାଂସଦ ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଦେବଗଡ଼ ବିଧାୟକ ପ୍ରାର୍ଥୀ ସୁବାସ ପାଣିଗ୍ରାହୀଙ୍କ ସହିତ ରୋଡ ଶୋ କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ। ଏହି ରୋଡ୍ ସୋରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି ।