ଭୁବନେଶ୍ୱର, ନୀଳମଣି ରାଉତରାୟଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ଵାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ନୀଳମଣି ରାଉତରାୟଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO