ଭୁବନେଶ୍ୱର, କେନ୍ଦ୍ରମନ୍ତ୍ରୀ ନୀତୀନ ଗଡକାରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଉର୍ଜାବାନ କେନ୍ଦ୍ରମନ୍ତ୍ରୀ ଶ୍ରୀ ନୀତୀନ ଗଡକାରୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭକାମନା । ମହାପ୍ରଭୁ ଜଗନ୍ନାଥଙ୍କ ଠାରେ ଆପଣଙ୍କ ସୁସ୍ଥ ଓ ଦୀର୍ଘାୟୁ ଏବଂ ଆପଣ ଏଭଳି ଭାବେ ଭାରତମାତାର ସେବା କରନ୍ତୁ ଏହାହିଁ କାମନା କରୁଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO