ଭୁବନେଶ୍ୱର, ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଆଜି ଭୁବନେଶ୍ୱର ସ୍ଥିତ ଏମ୍ସରେ ଆଶିଷ ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ଜାଂଚ କରାଯାଇଛି । ନିର୍ବାଚନ କମିଶନ ମେଡିକାଲ ଲିଭ୍ରେ ଥିବା ଆଶିଷଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନିର୍ଦ୍ଦେଶ ଦେଇଥିଲେ ।